ଆଜିଠୁ ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଦୁଇ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର(ସ୍ୱସ୍ତିକ ବ୍ୟୁର ): ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ ଆଜି ଓ ଆସନ୍ତା କାଲି ଛୁଟି ଘୋଷଣା କରାଯାଇଛି। ୩ ଜିଲ୍ଲାର ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି। ଏଥିସହ ଆସନ୍ତାକାଲି ଆଉ ୬ ଜିଲ୍ଲାରେ ମଧ୍ୟ ସ୍କୁଲ ଛୁଟି ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ମୟୂରଭଂଜ ଓ ଯାଜପୁ